ଯୋହନଲିଖିତ ସୁସମାଚାର 13 : 1 (IRVOR)
ଶିଷ୍ୟମାନଙ୍କ ପାଦ ପ୍ରକ୍ଷାଳନ ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38