ଯୋହନଲିଖିତ ସୁସମାଚାର 17 : 1 (IRVOR)
ଯୀଶୁଙ୍କ ମହାଯାଜକୀୟ ପ୍ରାର୍ଥନା ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26