ଯିହୋଶୂୟ 11 : 14 (IRVOR)
ଆଉ ଇସ୍ରାଏଲ ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23