ଯିହୋଶୂୟ 17 : 15 (IRVOR)
ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।

1 2 3 4 5 6 7 8 9 10 11 12 13 14 15 16 17 18