ଯିହୋଶୂୟ 18 : 1 (IRVOR)
ଅବଶିଷ୍ଟାଂଶ ଅଞ୍ଚଳର ବଣ୍ଟନ ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28