ଯିହୋଶୂୟ 2 : 16 (IRVOR)
ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24