ଯିହୋଶୂୟ 2 : 1 (IRVOR)
ଗୁପ୍ତଚରଙ୍କୁ ରାହାବର ଆଶ୍ରୟ ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24