ଯିହୋଶୂୟ 24 : 9 (IRVOR)
ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍‍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33