ବିଚାରକର୍ତାମାନଙ୍କ ବିବରଣ 5 : 23 (IRVOR)
ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31