ବିଚାରକର୍ତାମାନଙ୍କ ବିବରଣ 6 : 10 (IRVOR)
ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40