ଯିରିମିୟଙ୍କ ବିଳାପ 4 : 19 (IRVOR)
ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22