ଲେବୀୟ ପୁସ୍ତକ 10 : 1 (IRVOR)
ନାଦବ ଓ ଅବୀହୂଙ୍କ ମୃତ୍ୟୁୁ ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20