ଲେବୀୟ ପୁସ୍ତକ 15 : 13 (IRVOR)
ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33