ମଲାଖୀ 1 : 10 (IRVOR)
ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”

1 2 3 4 5 6 7 8 9 10 11 12 13 14