ମଲାଖୀ 2 : 14 (IRVOR)
ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।

1 2 3 4 5 6 7 8 9 10 11 12 13 14 15 16 17