ମଲାଖୀ 4 : 1 (IRVOR)
ସଦାପ୍ରଭୁଙ୍କର ଭୟଙ୍କର ଦିନ “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

1 2 3 4 5 6