ମାର୍କଲିଖିତ ସୁସମାଚାର 12 : 19 (IRVOR)
ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44