ମାଥିଉଲିଖିତ ସୁସମାଚାର 23 : 16 (IRVOR)
ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ବନ୍ଧା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39