ନିହିମିୟା 13 : 2 (IRVOR)
କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31