ନିହିମିୟା 6 : 1 (IRVOR)
ନିହିମୀୟାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ବାଦ ସନ୍‍ବଲ୍ଲଟ୍‍ ଓ ଟୋବୀୟ ଓ ଆରବୀୟ ଗେଶମ୍‍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗରଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।

1 2 3 4 5 6 7 8 9 10 11 12 13 14 15 16 17 18 19