ନିହିମିୟା 9 : 15 (IRVOR)
ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38