ନିହିମିୟା 9 : 37 (IRVOR)
ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38