ଗଣନା ପୁସ୍ତକ 12 : 8 (IRVOR)
ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”

1 2 3 4 5 6 7 8 9 10 11 12 13 14 15 16