ଗୀତସଂହିତା 11 : 1 (IRVOR)
ସଦାପ୍ରଭୁଙ୍କଠାରେ ନିର୍ଭର *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; *ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?

1 2 3 4 5 6 7