ଗୀତସଂହିତା 112 : 1 (IRVOR)
ସଜ୍ଜନର ଆନନ୍ଦ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।

1 2 3 4 5 6 7 8 9 10