ଗୀତସଂହିତା 113 : 1 (IRVOR)
ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।

1 2 3 4 5 6 7 8 9