ଗୀତସଂହିତା 13 : 1 (IRVOR)
ସହାୟତା ପାଇଁ ନିବେଦନ *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? *ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?

1 2 3 4 5 6