ଗୀତସଂହିତା 131 : 1 (IRVOR)
{ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; [QBR] କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, [QBR] ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। [QBR]
ଗୀତସଂହିତା 131 : 2 (IRVOR)
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, [QBR] ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; [QBR] ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। [QBR]
ଗୀତସଂହିତା 131 : 3 (IRVOR)
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ [QBR] ସଦାପ୍ରଭୁଙ୍କ ଠାରେ ଭରସା ରଖ। [PE]

1 2 3

BG:

Opacity:

Color:


Size:


Font: