ଗୀତସଂହିତା 134 : 1 (IRVOR)
ଗୀତସଂହିତା 134 : 2 (IRVOR)
*ଆରୋହଣ ଗୀତ। *ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, *ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। *ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
ଗୀତସଂହିତା 134 : 3 (IRVOR)
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
❮
❯