ଗୀତସଂହିତା 149 : 1 (IRVOR)
ସ୍ତୁତି ଭଜନ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।

1 2 3 4 5 6 7 8 9