ଗୀତସଂହିତା 15 : 1 (IRVOR)
{ସଦାପ୍ରଭୁଙ୍କ ଆବଶ୍ୟକତା} [PS] ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? [QBR] ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? [QBR]
ଗୀତସଂହିତା 15 : 2 (IRVOR)
ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା [QBR] ଅନ୍ତଃକରଣରେ ସତ୍ୟ କହେ। [QBR]
ଗୀତସଂହିତା 15 : 3 (IRVOR)
ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, [QBR] ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, [QBR] କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। [QBR]
ଗୀତସଂହିତା 15 : 4 (IRVOR)
ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; [QBR] ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। [QBR] ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। [QBR]
ଗୀତସଂହିତା 15 : 5 (IRVOR)
ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, [QBR] କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। [QBR] ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। [PE]

1 2 3 4 5

BG:

Opacity:

Color:


Size:


Font: