ଗୀତସଂହିତା 18 : 1 (IRVOR)
ଦାଉଦଙ୍କ ବିଜୟ ସଂଗୀତ *ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, *ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50