ଗୀତସଂହିତା 22 : 1 (IRVOR)
ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ *ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। *ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? *ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31