ଗୀତସଂହିତା 45 : 1 (IRVOR)
ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ *ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ। *ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।

1 2 3 4 5 6 7 8 9 10 11 12 13 14 15 16 17