ଗୀତସଂହିତା 51 : 1 (IRVOR)
କ୍ଷମା ପାଇଁ ପ୍ରାର୍ଥନା *ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। *ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।

1 2 3 4 5 6 7 8 9 10 11 12 13 14 15 16 17 18 19