ଗୀତସଂହିତା 52 : 1 (IRVOR)
ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। *ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?

1 2 3 4 5 6 7 8 9