ଗୀତସଂହିତା 54 : 1 (IRVOR)
ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। *ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।

1 2 3 4 5 6 7