ଗୀତସଂହିତା 56 : 1 (IRVOR)
ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳତାର ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍‍-ଏଲମ୍‍ *ରହୋକୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ପଲେଷ୍ଟୀୟମାନେ ତାଙ୍କୁ ଗାଥ୍‍ ନଗରରେ ଧରିବା ସମୟରେ ରଚିତ। *ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ।

1 2 3 4 5 6 7 8 9 10 11 12 13