ଗୀତସଂହିତା 57 : 1 (IRVOR)
ସାହାଯ୍ୟ ପାଇଁ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। *ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।

1 2 3 4 5 6 7 8 9 10 11