ଗୀତସଂହିତା 58 : 1 (IRVOR)
ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍‍। *ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? *ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?

1 2 3 4 5 6 7 8 9 10 11