ଗୀତସଂହିତା 59 : 1 (IRVOR)
ନିରାପତ୍ତା ପାଇଁ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। *ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।

1 2 3 4 5 6 7 8 9 10 11 12 13 14 15 16 17