ଗୀତସଂହିତା 60 : 1 (IRVOR)
ରକ୍ଷା ନିମନ୍ତେ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍‍-ଏଦୁତ୍‍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍‍; ଅରାମନହରୟିମ୍‍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। *ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।

1 2 3 4 5 6 7 8 9 10 11 12