ଗୀତସଂହିତା 7 : 1 (IRVOR)
ନ୍ୟାୟ ପାଇଁ ପ୍ରାର୍ଥନା *ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ। *ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,

1 2 3 4 5 6 7 8 9 10 11 12 13 14 15 16 17