ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10 : 4 (IRVOR)
ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ ।

1 2 3 4 5 6 7 8 9 10 11