ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13 : 3 (IRVOR)
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,

1 2 3 4 5 6 7 8 9 10 11 12 13 14 15 16 17 18