ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 10 (IRVOR)
ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;

1 2 3 4 5 6 7 8 9 10 11 12 13 14 15 16 17 18 19 20 21