ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 2 (IRVOR)
ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21