ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18 : 16 (IRVOR)
ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ । ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ଓ ସିନ୍ଦୁରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24