ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 7 (IRVOR)
ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29