ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20 : 10 (IRVOR)
ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।

1 2 3 4 5 6 7 8 9 10 11 12 13 14 15